ଧର୍ମେନ୍ଦ୍ରଙ୍କ ଙ୍କ ପରଲୋକ ଖବରକୁ ପରିବାର ପକ୍ଷରୁ ଖଣ୍ଡନ

 ଧର୍ମେନ୍ଦ୍ରଙ୍କ ଙ୍କ ପରଲୋକ ଖବରକୁ ପରିବାର ପକ୍ଷରୁ ଖଣ୍ଡନ

ମଙ୍ଗଳବାର ସକାଳେ ବଲିଉଡ ସୁପରଷ୍ଟାର ଅଭିନେତା  ଧର୍ମେନ୍ଦ୍ରଙ୍କ ଙ୍କ ପରଲୋକ ହୋଇଥିବା ନେଇ ଟେଲିଭିଜନର ଅନେକ ଲୋକପ୍ରିୟ ଚ୍ୟାନେଲଗୁଡ଼ିକ ବାଜି ଉଠିଥିଲା।  କେବଳ ଏତିକି ନୁହେଁ ବିଭିନ୍ନ ପ୍ରକାର ପୋଷ୍ଟ ମାଧ୍ୟମରେ ଲେ‌ାକେ ସୋସିଆଲ ମିଡିଆରେ ଧର୍ମେନ୍ଦ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ବି ଆରମ୍ଭ କରି ଦେଇଥିଲେ।