ତାଜା ମୁଖ୍ୟ ଖବର

ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି- ନବୀନ

ବିଜେପି ସରକାର ମିଥ୍ୟା ପ୍ରଚାର କରୁଛି। ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି। ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ନିର୍ବଚାନୀ ପ୍ରଚାର ବେଳେ ଏଭଳି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପ୍ରଚାର ସଭାରେ ଜନସାଧାରଣଙ୍କୁ ଉଦବୋଧନ ଦେଇ ନବୀନ କହିଛନ୍ତି, କେବଳ ରଙ୍ଗ ମାରିଲେ ବିକାଶ ହୁଏ ନାହିଁ। ୫୦୦ ଦିନର ସରକାର ଲୋକଙ୍କୁ କେବଳ ଧୋକା ଦେଇଛି। କେବଳ ଧୋକା ଧୋକା,...

ଦିଲ୍ଲୀ ବିମାନ ବନ୍ଦରରେ ବିମାନ ସେବା ବ୍ୟାହତ

ଦିଲ୍ଲୀ ବିମାନ ବନ୍ଦରରେ ବିମାନ ସେବା ବ୍ୟାହତ

ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନ ବନ୍ଦର (IGIA) ର ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ATC) ବ୍ୟବସ୍ଥାରେ ଏକ ବୈଷୟିକ ତ୍ରୁଟି ଯୋଗୁଁ ଶୁକ୍ରବାର ସକାଳେ ବିମାନ ସେବା ବ୍ୟାପକ ଭାବରେ ବ୍ୟାହତ ହୋଇଛି। ଏହି ସମସ୍ୟା ଫଳରେ ବିମାନ ଅବତରଣ ଏବଂ ଉଡ଼ାଣ ଉଭୟ ପ୍ରଭାବିତ ହୋଇଛି ପ୍ରାୟ ୧୦୦ରୁ ଅଧିକ ଫ୍ଲାଇଟ୍ ବିଳମ୍ବ ହୋଇଛି। ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ଅନୁଯାୟୀ, ATC ବ୍ୟବସ୍ଥାରେ ଥିବା ଏକ ସଫ୍ଟୱେର୍ ଜନିତ ତ୍ରୁଟି ଯୋଗୁଁ ଏହି ବ୍ୟାଘାତ...

ଦେଶକୁ ବଡ଼ ଏବଂ ବିଶ୍ୱସ୍ତରୀୟ ବ୍ୟାଙ୍କଗୁଡ଼ିକର ଆବଶ୍ୟକତା ରହିଛି – କେନ୍ଦ୍ର ଅର୍ଥମନ୍ତ୍ରୀ

ଦେଶକୁ ବଡ଼ ଏବଂ ବିଶ୍ୱସ୍ତରୀୟ ବ୍ୟାଙ୍କଗୁଡ଼ିକର ଆବଶ୍ୟକତା ରହିଛି – କେନ୍ଦ୍ର ଅର୍ଥମନ୍ତ୍ରୀ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର କହିଛନ୍ତି ଯେ ଦେଶକୁ ବଡ଼ ଏବଂ ବିଶ୍ୱସ୍ତରୀୟ ବ୍ୟାଙ୍କଗୁଡ଼ିକର ଆବଶ୍ୟକତା ରହିଛି ଏବଂ ଏ ନେଇ ରିଜର୍ଭ ବ୍ୟାଙ୍କ (RBI) ସହ ଆଲୋଚନା ଜାରି ରହିଛି। ୧୨ତମ SBI ବ୍ୟାଙ୍କିଙ୍ଗ୍ ଏବଂ ଅର୍ଥନୀତି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କରି ସେ ବ୍ୟାଙ୍କଗୁଡ଼ିକୁ ଶିଳ୍ପ କ୍ଷେତ୍ରକୁ ଅଧିକ ଋଣ ପ୍ରବାହ କରିବାକୁ ଆହ୍ୱାନ କରିଛନ୍ତି। ଅର୍ଥମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ଯେ, ଭାରତକୁ ଅନେକ ବଡ଼ ଓ ବିଶ୍ୱସ୍ତରୀୟ ବ୍ୟାଙ୍କ ଆବଶ୍ୟକ।...

ଆରପାରିରେ ଟ୍ରାଭେଲ ଇନଫ୍ଲୁଏନ୍ସର ଓ ଫଟୋଗ୍ରାଫର ଅନୁନୟ ସୁଦ

ଆରପାରିରେ ଟ୍ରାଭେଲ ଇନଫ୍ଲୁଏନ୍ସର ଓ ଫଟୋଗ୍ରାଫର ଅନୁନୟ ସୁଦ

ଦୁବାଇର ଜଣାଶୁଣା ଟ୍ରାଭେଲ ଇନଫ୍ଲୁଏନ୍ସର ଓ ଫଟୋଗ୍ରାଫର ଅନୁନୟ ସୁଦଙ୍କ ଦେହାନ୍ତ। ୩୨ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ତାଙ୍କ ପରିବାର ଲୋକେ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ତାଙ୍କ ମୃତ୍ୟୁ ଖବର ସୁନିଶ୍ଚିତ କରିଥିବା ବେଳେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। କୁହାଯାଉଛି ଯେ,ମୃତ୍ୟୁ ବେଳକୁ ଅନୁନୟ ଆମେରିକାର ଲାସ ଭେଗାସରେ ଥିବା ଜଣାପଡିଛି, ଯେଉଁଠାରେ ସେ ତାଙ୍କର ଶେଷ ପୋଷ୍ଟ ସେୟାର କରିଥିଲେ। ଅନୁନୟ ସୁଦଙ୍କ ଶେଷ ଇନଷ୍ଟାଗ୍ରାମ୍ ପୋଷ୍ଟ କିଛି ଦିନ...

ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ରେକର୍ଡ ସଂଖ୍ୟାରେ ମତଦାନ, ସଂଧ୍ୟା ୬ଟା ସୁଦ୍ଧା ୬୪.୬୬ ପ୍ରତିଶତ ମତଦାନ ରେକର୍ଡ

ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ରେକର୍ଡ ସଂଖ୍ୟାରେ ମତଦାନ, ସଂଧ୍ୟା ୬ଟା ସୁଦ୍ଧା ୬୪.୬୬ ପ୍ରତିଶତ ମତଦାନ ରେକର୍ଡ

ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ରେକର୍ଡ ସଂଖ୍ୟାରେ ମତଦାନ ହୋଇଛି । ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ଶେଷ ହୋଇଥିଲା । ସଂଧ୍ୟା ୬ଟା ସୁଦ୍ଧା ୬୪.୬୬ ପ୍ରତିଶତ ମତଦାନ ରେକର୍ଡ କରାଯାଇଛି । ନିର୍ବାଚନ କମିଶନ ଦାବି କରିଛନ୍ତି ଯେ ଚଳିତ ଥର ପ୍ରଥମ ପର୍ଯ୍ୟାୟରେ ରେକର୍ଡ ଭୋଟିଂ ହୋଇଛି । ଏହା ପୂର୍ବରୁ ୨୦୦୦ରେ ବିହାରରେ ୬୨ ପ୍ରତିଶତ ମତଦାନ ହୋଇଥିଲା । ଚଳିତ ବର୍ଷ ଭୋଟିଂ ୬୪ ପ୍ରତିଶତରୁ ଅଧିକ...

ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧୁଆଁଧାର ପ୍ରଚାର

ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧୁଆଁଧାର ପ୍ରଚାର

ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧୁଆଁଧାର ପ୍ରଚାର । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଶାଳ ରୋଡ୍ ଶୋ’ କରିଥିବା ବେଳେ ଏକ ସଭାକୁ ଉଦବୋଧନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କୋମନା ବ୍ଲକରେ ତାଙ୍କ ପ୍ରଚାର କାର୍ଯ୍ୟକ୍ରମ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’ରେ ହଜାର ହଜାର ସଂଖ୍ୟାରେ ଲୋକମାନେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ପାଇଁ ରାସ୍ତାର ଦୁଇ କଡରେ ହଜାର ହଜାର ଲୋକ ଠିଆ ହୋଇଥିବା ଦୃଶ୍ୟ ଦେଖିବାକୁ...

ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ – ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ

ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ – ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ

କ୍ବିନ୍ସଲାଣ୍ଡର କାରାରା ଓଭାଲ୍ସଠାରେ ଗୁରୁବାର ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଏହି ୫ ଟିକିଆ ସିରିଜରେ ଭାରତ ୨-୧ରେ ଆଗୁଆ ହୋଇଯାଇଛି ।  ଭାରତ ଦ୍ବାରା ରଖାଯାଇଥିବା ୧୬୮ରନର ଲକ୍ଷ୍ୟର ଜବାବରେ ଅଷ୍ଟ୍ରେଲିଆ ୧୮.୨ ଓଭରରେ ୧୧୯ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ମିଚେଲ ମାର୍ସ ୩୦ ରନ କରିଥିବାବେଳେ ମାଥ୍ୟୁ ସର୍ଟ ୨୫ରନ କରିଥିଲେ । କିନ୍ତୁ...

ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ବହୁ ଚର୍ଚ୍ଚିତ ଓଡ଼ିଶା ପୁଲିସ ସବ୍ ଇନ୍ସପେକ୍ଟର (SI) ନିଯୁକ୍ତି ସ୍କାମ୍ ର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଶଙ୍କର ପୃଷ୍ଟିଙ୍କୁ ଶେଷରେ କ୍ରାଇମବ୍ରାଞ୍ଚ ଗିରଫ କରିବାରେ ସଫଳ ହୋଇଛି। ଗଞ୍ଜାମ ଜିଲ୍ଲାର ଏହି ମୁଖ୍ୟ ଅଭିଯୁକ୍ତଙ୍କୁ ନେପାଳ ସୀମାନ୍ତ ଅଞ୍ଚଳରୁ କାବୁ କରାଯାଇଛି। ମାମଲା ପଦାକୁ ଆସିବା ପରେ ଶଙ୍କର ଫେରାର ହୋଇଯାଇଥିଲେ। ଗାଜିଆବାଦରେ ଥିବା ତାଙ୍କ ଘରେ କ୍ରାଇମବ୍ରାଞ୍ଚ୍ ଚଢ଼ଉ କରିବା ପରେ ସେ ସେଠାରୁ ନେପାଳ ପଳାଇଥିଲେ। ନିକଟରେ ସେ...

ନୂଆପଡ଼ା ଉପନିର୍ବାଚନ: ରାଜେନ୍ଦ୍ର ଢୋଲକିଆ କାହାର?

ନୂଆପଡ଼ା ଉପନିର୍ବାଚନ: ରାଜେନ୍ଦ୍ର ଢୋଲକିଆ କାହାର?

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ଏକ  ବିବାଦ ଦେଖାଦେଇଛି। ସ୍ୱର୍ଗତ ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନେଇ କୌଣସି ଦ୍ୱନ୍ଦ୍ୱ ନ ଥିବା ବେଳେ, ହଠାତ୍ ଜିଲ୍ଲା ପ୍ରଶାସନ ତାଙ୍କ ନାମକୁ ନେଇ କେଁ ପୂରାଇଛି। ନିର୍ବାଚନ ପ୍ରଚାର ସମୟରେ ବିଜେଡି ତାଙ୍କର ଭିଡିଓ ବ୍ୟବହାର କରିପାରିବ ନାହିଁ ବୋଲି ଜିଲ୍ଲାପାଳ ଆପତ୍ତି ଉଠାଇବା ପରେ ଏହି ପ୍ରସଙ୍ଗ ଉପରକୁ ଆସିଛି। ଏହି ଘଟଣାକୁ ନେଇ ଆଜି ବିଜୁ ଜନତା ଦଳ (ବିଜେଡି) ରାଜ୍ୟ...

ସମ୍ପାଦକୀୟ

It seems we can’t find what you’re looking for. Perhaps searching can help.

BHUBANESWAR PUR WEATHER