ତାଜା ମୁଖ୍ୟ ଖବର

aamodishanews.com

ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନକୁ ଅନୁମୋଦନ

Image Source subartanews କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଆୟୋଜନ ପାଇଁ ଭାରତର ପ୍ରୟାସକୁ ରାଜ୍ୟଗୋଷ୍ଠୀ ସଂଘର ମଞ୍ଜୁରୀ ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି।  ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଶାହ କହିଛନ୍ତି, “ଭାରତ ପାଇଁ ଏହା ଏକ ଅପାର ଆନନ୍ଦ ଏବଂ ଗର୍ବର ଦିନ। ଅହମ୍ମଦାବାଦରେ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୩୦ ଆୟୋଜନ ପାଇଁ ଭାରତର ପ୍ରୟାସକୁ ରାଜ୍ୟଗୋଷ୍ଠୀ କ୍ରୀଡା ସଂଘ...

aamodishanews.com

ମହାଭାରତର ପୁନଃ-ପରିକଳ୍ପନା କରିବା ପାଇଁ ପ୍ରସାର ଭାରତୀ ଓ କଲେକ୍ଟିଭ୍ ମିଡିଆ ନେଟୱାର୍କର ନୂଆ ପଦକ୍ଷେପ

Image Source subartanews କଲେକ୍ଟିଭ୍ ମିଡିଆ ନେଟୱାର୍କ ଏଆଇ ମାଧ୍ୟମରେ ଭାରତର ସବୁଠାରୁ ପ୍ରସିଦ୍ଧ ମହାକାବ୍ୟ, ମହାଭାରତର ଏକ ଅଭୂତପୂର୍ବ ପୁନଃ-ପରିକଳ୍ପନା ଘୋଷଣା କରିଛି। ଏହି ସିରିଜ ୨୫ ଅକ୍ଟୋବର, ୨୦୨୫ରେ ଓ୍ବେଭ୍ସ ଓଟିଟିରେ ଏକ ସ୍ୱତନ୍ତ୍ର ଡିଜିଟାଲ ପ୍ରିମିୟର ହେବ, ଏବଂ ତା’ପରେ ୨ ନଭେମ୍ବର, ୨୦୨୫ ଠାରୁ ପ୍ରତି ରବିବାର ସକାଳ ୧୧.୦୦ରେ ଦୂରଦର୍ଶନରେ ପ୍ରସାରିତ ହେବ। ଏହି ସିରିଜ୍ ଭାରତ ଏବଂ ସାରା ବିଶ୍ୱରେ ଡିଜିଟାଲ ଦର୍ଶକଙ୍କ ପାଇଁ ଓ୍ବେଭ୍ସ ଓଟିଟିରେ...

aamodishanews.com

ନକ୍ସଲଙ୍କ ଦିନ ସରି ସରି ଆସୁଛି

Image Source subartanews ଗୋଟିଏ ଦିନରେ ଆତ୍ମସମର୍ପଣ କଲେ ୨୦୮ ନକ୍ସଲ । ଛତିଶଗଡ଼ରେ ଜଗଦଲପୁରରେ ଆତ୍ମସମର୍ପଣ କଲେ ୨୦୮ ନକ୍ସଲ । ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏଙ୍କ ଉପସ୍ଥିତିରେ ସମସ୍ତେ ଆତ୍ମସମର୍ପଣ କରିଛନ୍ତି । ୧୫୩ ଟି ବନ୍ଧୁକ ସହ ଆତ୍ମସମର୍ପଣ କରିବାକୁ ଆସିଥିଲେ ସମସ୍ତ ନକ୍ସଲ । ଅସ୍ତ୍ରଶସ୍ତ୍ର ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ହେଲେ ସାମିଲ । କେନ୍ଦ୍ର ସରକାର ନକ୍ସଲଙ୍କୁ ଚେତାବନୀ ଦେଇଛନ୍ତି । ଯେଉଁମାନେ ଆତ୍ମସମର୍ପଣ ନକରିବେ ସେମାନଙ୍କୁ ଛଡ଼ାଯିବ...

aamodishanews.com

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ପ୍ରସଙ୍ଗ

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଚାପ ପରେ ଦୁଷ୍କର୍ମକାରୀମାନଙ୍କୁ ଗିରଫ କଲେ ପଶ୍ଚିମବଙ୍ଗ ସରକାର: ଡା.ଐଶ୍ୱର୍ଯ୍ୟା ବିଶ୍ୱାଳ ଅପରାଧିମାନଙ୍କୁ ବଂଚାଇବାକୁ ଯାଇ ପୀଡ଼ିତାଙ୍କ ନାଁରେ ମିଛ କହୁଛନ୍ତି ମମତା ବାନାର୍ଜୀସର୍ବସମ୍ମୁଖରେ ମା’ ଭଉଣୀଙ୍କୁ କ୍ଷମା ମାଗନ୍ତୁ ମମତା ବାନାର୍ଜୀପ୍ରବାସୀ ଓଡ଼ିଆମାନଙ୍କୁ କେବଳ ଭୋଟ ବ୍ୟାଙ୍କ ଭଳି ବ୍ୟବହାର କରାଯାଉଛି...

aamodishanews.com

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ ହେଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, କେନ୍ଦ୍ରମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ରାଜ୍ୟ ପ୍ରଭାରୀ ଓ ସହପ୍ରଭାରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ, ସାଂସଦ, ବିଧାୟକ, ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ତାରକା ପ୍ରଚାରକ ତାଲିକାରେ ସାମିଲ...

aamodishanews.com

ପୋଲିସ୍ SI ପରୀକ୍ଷା ସ୍କାମର ମାଷ୍ଟର ମାଇଣ୍ଡ ମୁନା ମହାନ୍ତିଙ୍କୁ ପୋଲିସ ଶେଷରେ ଧରିଛି ।

ଦଶପଲ୍ଲାରେ ଛପି ରହିଥିଲା ମୁନା । ପୂର୍ବରୁ ହାଇକୋର୍ଟ ଯାଇଥିଲା ବେଳେ ତାଙ୍କୁ ଜାମିନ ମିଳିନଥିଲା ।  କୈାଣସି ସୂତ୍ରରୁ  ଖବର ପାଇବା ପରେ ମୁନାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ଓରଫ୍ ରିଙ୍କୁ ସମେତ ମୋଟ ୩ ଜଣଙ୍କୁ ଗିରଫ କରାଯାଇ ବ୍ରହ୍ମପୁର ନିଆଯାଇଛି।...

aamodishanews.com

ନୁଆପଡା ଉପନିର୍ବାଚନ ପାଇଁ  ୪୦ ଜଣିଆ ତାରକା ପ୍ରଚାରକ ତାଲିକା ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିଛି

Image Source satyapatha ନୁଆପଡା ଉପନିର୍ବାଚନ ପାଇଁ  ୪୦ ଜଣିଆ ତାରକା ପ୍ରଚାରକ ତାଲିକା ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିଛି । ଏହି ତାରକା ପ୍ରଚାରକମାନେ ପ୍ରଚାରର ମଙ୍ଗ ଧରିବେ ।  କାର୍ଯ୍ୟକର୍ତାଙ୍କୁ ଉତ୍ସାହିତ କରିବେ ।  ଦଳ ସହିତ ଯୋଡି ହୋଇ ବିଜେପି ପ୍ରାର୍ଥୀଙ୍କୁ ବିଜୟ କରିବା ପାଇଁ ପ୍ରଚାର କରିବେ ବୋଲି ରାଜ୍ୟ ମୁଖପାତ୍ର  ସତ୍ୟବ୍ରତ ପଣ୍ଡା କହିଛନ୍ତି ।ଏହି ତାଲିକାରେ  ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ...

ପୋଲିସ୍ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ପ୍ରସଙ୍ଗ ବଡ଼ମୁଣ୍ଡ ମାନଙ୍କୁ ଖସାଇବା ପାଇଁ କ୍ରାଇମବ୍ରାଞ୍ଚ
ଦାୟିତ୍ୱ ନେଇଛି: ବିଜେଡି

ଶଙ୍କର ପୃଷ୍ଟିର ଦୁଇ ସହଯୋଗୀଙ୍କୁ ଧରି କ୍ରାଇମବ୍ରାଞ୍ଚ ଉଲ୍ଲସିତ ଏହି ସ୍କାମ୍ର ହିଷ୍ଟ୍ରି ଟ୍ରେଲ୍କୁ ଟ୍ରାକ କରିବା ମୁଡ୍ରେ କ୍ରାଇମବ୍ରାଞ୍ଚ ନାହିଁ ଆଉଟ୍ସୋର୍ସିଂ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ କି ନାହିଁ ? ଭୁବନେଶ୍ୱର, ୧୭/୧୦/୨୦୨୫: ପୋଲିସ୍ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ କେବଳ ବଡ଼ମୁଣ୍ଡ ମାନଙ୍କୁ ଖସାଇ ଦେବାକୁ ଉଦ୍ୟମ କରୁଛି । ପ୍ରାୟ ୨୫୦ କୋଟି ଟଙ୍କାର ଏହି ନିଯୁକ୍ତି ସ୍କାମ୍ରେ ସରକାରୀ ଦଳର ଓ ପୋଲିସ୍ ବିଭାଗର ଅନେକ ବଡ଼ମୁଣ୍ଡ...

କଥା ଦେଇ କଥା ରଖି ନାହାନ୍ତି ପୂର୍ବ ସରକାର: ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଉପନିର୍ବାଚନ ପାଇଁ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କାହାର ନାମ ନନେଇ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି। ପୂର୍ବ ସରକାର କଥା ଦେଇ କଥା ରଖି ନାହାନ୍ତି। କିନ୍ତୁ ଆମେ ସେପରି କରିବୁ ନାହିଁ। ଯାହା କହିବୁ ତାହା କରି ଦେଖାଇବୁ। ନିର୍ବାଚନ ସମୟରେ ଯାହା କହିଥିଲୁ ତାହା କରି ଦେଖାଇଛୁ।ଆମେ ସେବା କରିବାକୁ ଆସିଛୁ। ସେବା ପାଇଁ କେତେ ବର୍ଷ ଦରକାର। ବିଜେଡ଼ି ଏବଂ...

ସମ୍ପାଦକୀୟ

It seems we can’t find what you’re looking for. Perhaps searching can help.

BHUBANESWAR PUR WEATHER