କଂଗ୍ରେସରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ମହମ୍ମଦ ମୋକିମ
କଂଗ୍ରେସରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ମହମ୍ମଦ ମୋକିମ । ଦଳର ନେତୃତ୍ୱକୁ ଚ୍ୟାଲେଞ୍ଜ୍ କରି ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ପିସିସି । ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି । ରିପୋର୍ଟ ଅନୁସାରେ, କିଛି ଦିନ ତଳେ ମୋକିମ୍ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିଥିଲେ । ଏଥିରେ ସେ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱ ନେଇ ପ୍ରଶ୍ନ ଉଠାଇଥିଲେ ।…
- କଂଗ୍ରେସରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ମହମ୍ମଦ ମୋକିମ
- ଦୁଇଟି ଦିନିକିଆ ମ୍ୟାଚ୍ ଖେଳିବାକୁ ର୍ତ୍ତମାନର ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ବାଧ୍ୟତାମୂଳକ କଲା ବିିସିସିଆଇ
- ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ
- ଆଜିଠାରୁ ତିନୋଟି ଦେଶ- ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତରେ ବାହାରିଛନ୍ତି ମୋଦି
- ଫେବୃଆରୀ 12 ରେ ବାଂଲାଦେଶ ନିର୍ବାଚନ , ଲଢିପାରିବେନି ଆୱାମୀ ଲିଗ୍
- ଭାରତକୁ ୫୧ ରନରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା
- ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି, ସରକାରୀ ଚାକିରିକୁ ସବୁବେଳେ ଜନସେବା ଭାବେ ମନେ କରିବେ- ମୁଖ୍ୟମନ୍ତ୍ରୀ
- କଂଗ୍ରେସ କେବଳ ବନ୍ଦେ ମାତରମକୁ ଭାଙ୍ଗି ନାହିଁ, ବରଂ ଦେଶରେ ବିଭାଜନର ମଞ୍ଜି ମଧ୍ୟ ବୁଣିଥିଲା- ମୋଦୀ
- ନବୀନ ବାବୁ ନୂଆପଡ଼ାରେ ୬ ଘଣ୍ଟା ପ୍ରଚାର ପାଇଁ ଯାଇ ପାରୁଛନ୍ତି, କିନ୍ତୁ ବିଧାନସଭାକୁ ଆସି ୨ ମିନିଟ୍ ବସିବାକୁ ଧୈର୍ଯ୍ୟ ନାହିଁ – ମୁଖ୍ୟମନ୍ତ୍ରୀ
- ୯ ରେ ଲୋକସଭାରେ ନିର୍ବାଚନ ସଂସ୍କାର ଓ ଏସଆଇଆର ସମ୍ପର୍କିତ ଭୋଟ ଚୋରି ଆରୋପ ଉପରେ ଚର୍ଚ୍ଚା ହେବ
- ଇଣ୍ଡିଗୋ ପକ୍ଷରୁ ଯାତ୍ରୀମାନଙ୍କୁ ବିମାନ ଭଡ଼ା ଫେରସ୍ତ, ରାତି ୮ଟା ସୁଦ୍ଧା ମୋଟ ୬୧୦ କୋଟି ଟଙ୍କା ଫେରସ୍ତ
- ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍ର ଖେଳାଳି
- ଭାରତ ଗସ୍ତରେ ଆସୁଥିବା ବିଦେଶୀ ପ୍ରତିନିଧିଙ୍କ ଠାରୁ ବିରୋଧୀ ଦଳ ନେତାଙ୍କୁ ସରକାର ଦୂରେଇ ରଖୁଛନ୍ତି – ରାହୁଲ
- ଭାରତ -ରୁଷ ଶିଖର ସମ୍ମିଳନୀ – 7 ବୁଝମଣା ଉପରେ ମୋଦୀ ଓ ପୁଟିନଙ୍କ ସହମତି
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ ଓ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ
- ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ
- ଧନୁଯାତ୍ରା ପାଇଁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାକ କଲେ ସରକାର
- ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ
- ସଞ୍ଚାର ସାଥୀ ଆପ୍କୁ ଗୁପ୍ତଚର ଆପ୍ କହିଲେ – ପ୍ରିୟଙ୍କା ଗାନ୍ଧୀ
- ବଞ୍ଚିଛନ୍ତି ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ , ଜେଲରେ ତାଙ୍କୁ ଭେଟିବା ପରେ ଏହି ଘୋଷଣା କରିଛନ୍ତି ତାଙ୍କ ଉଭଣୀ
- ଆଇପିଏଲ୍ 2026 : ୨୩୭.୫୫ କୋଟି ଟଙ୍କାରେ କିଣାହେବ ଖେଳାଳି
- ସେବେ ଲୋକସେବା ଭବନ ଏବେ ଲୋକ ଭବନ
- ବିଶ୍ୱବ୍ୟାପୀ ଜ୍ଞାନର ଅନ୍ୱେଷଣ କରିବା ପାଇଁ ଓଡ଼ିଆ ପିଲାଙ୍କୁ ପ୍ରସ୍ତୁତ କରାଇବା- ଧର୍ମେନ୍ଦ୍ର ପ୍ରଧାନ
- ୭୧ କୋଟି ଟଙ୍କା ବ୍ୟୟରେ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ହେବ ଦେବ୍ରିଗଡ଼ ଅଭୟାରଣ୍ୟ – ଧର୍ମେନ୍ଦ୍ର ପ୍ରଧାନ
- ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ
- ଭୁବନେଶ୍ୱର ପଦ୍ମ ଭୂଷଣ ଜାଭେଦ ଅଖତର, ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ ହେବେ
- ୨୦୨୭ ବିଶ୍ୱକପ୍ ପର୍ଯ୍ୟନ୍ତ ଗୌତମ ଗମ୍ଭୀର ଟିମ୍ ଇଣ୍ଡିଆର ପ୍ରଶିକ୍ଷକ ଭାବରେ କାମ ଜାରି ରଖିବେ – ବିସିସିଆଇ
- ହ୍ୱାଇଟ୍ ହାଉସ ନିକଟରେ ଗୁଳିକାଣ୍ଡ, ଦୁଇ କମାଣ୍ଡୋ ଆହତ
- ଆଜି ମୁଁ ଯାହା ହୋଇଛି ଏ ଗୃହ ପାଇଁ , ଏ ଗୃହକୁ କୋଟି କୋଟି ପ୍ରଣାମ – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ରାଜ୍ୟରେ ପୁଣିଥରେ ଶୀତର ପ୍ରକୋପ , ଦୁଇ ଦିନ ଘନ କୁହୁଡ଼ି
- ବିଧାନସଭା ସୁରୁଖୁରୁରେ ଚଳାଇବାକୁ ବସିଥିବା ସର୍ବଦଳୀୟ ବୈଠକ ଶେଷ
- ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ବଡଧରଣର ଅଦଳବଦଳ
- ୧୨ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଅଯୋଧ୍ୟା ରାମ ମନ୍ଦିରରେ ଧ୍ଵଜା ଆରୋହଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଟି-୨୦ ବିଶ୍ଵକପ୍ ର ବ୍ରାଣ୍ଡ ଆମ୍ବାସଡର ହେଲେ ଭାରତର ବରିଷ୍ଠ ଖେଳାଳି ରୋହିତ ଶର୍ମା
- ଭାରତର ୫୩ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି
- ବର୍ଷିଆନ ଅଭିନେତା ଧର୍ମେନ୍ଦ୍ର ଙ୍କ ପରଲୋକ
- ଆଜି ପୁଣି ଲୋକଙ୍କ ଦୁଃଖ ଶୁଣିଛନ୍ତି ମୋହନ ମାଝୀ
- ଭାରତର 53ତମ ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ ଜଷ୍ଟିସ ସୂର୍ଯ୍ୟକାନ୍ତ
- ସଦର ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ
- ଓଡ଼ିଆ ସ୍ୱାର୍ଥକୁ ପୂରଣ କରିବାରେ ବିଚକ୍ଷଣ ନେତା ଥିଲେ ‘ଉତ୍କଳ କେଶରୀ’ ଡଃ ହରେକୃଷ୍ଣ ମହତାବ- ଧର୍ମେନ୍ଦ୍ର ପ୍ରଧାନ
- ଦୁବାଇ ଏୟାର ଶୋ’ରେ ତେଜସ୍ ବିମାନ ଦୁର୍ଘଟଣାଗ୍ରସ୍ତ , ୱିଙ୍ଗ କମାଣ୍ଡର ନମାଂଶ ସିଆଲ୍ ମୃତ
- ମିଛ ଧରା ପଡିଯିବା ଭୟରେ ସରକାର ଗଣତି ମଣତିକୁ ଟାଳୁଛନ୍ତି: ବିଜେଡି
- ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା ; ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA
- ଆଜିଠୁ ବିହାରରେ ପୁଣି ନୀତିଶ ଯୁଗ, ବିହାରର ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
- ବିଧାୟକ ଭାବେ ଶପଥ ନେଲେ ନବ ନିର୍ବାଚିତ ଜୟ ଢୋଲକିଆ
- ଆସୁଛି ଆଉ ଏକ ଲଘୁଚାପ, ୪ ଦିନ ପ୍ରବଳ ବର୍ଷା
- ବିହାର ମୁଖ୍ୟମନ୍ତ୍ରୀ ଭାବେ ନୀତୀଶଙ୍କ ଦଶମ ଇନିଂସ୍: ଶପଥ ଗ୍ରହଣ ଉତ୍ସବ ଆଜି
- ଚଳିତ ରଣଜୀ ସିଜିନରେ ନାଗାଲାଣ୍ଡକୁ ୨୯୯ ରନରେ ହରାଇ ପ୍ରଥମ ବିଜୟ ହାସଲ କରିଛି ଓଡ଼ିଶା
- ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ
- ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର
- ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର
- ରାଜନୀତି ଛାଡିବେନି ପ୍ରଶାନ୍ତ କିଶୋର: ନିର୍ବାଚନ ପରାଜୟ ପାଇଁ ଦାୟିତ୍ୱ ନେଲେ
- ଆରମ୍ଭ ହୋଇଛି ଜିଲ୍ଲାପାଳ ଓ ଏସପି ସମ୍ମିଳନୀ: ୨୦୨୭ ସୁଦ୍ଧା ପାଣି, ରାସ୍ତା ଓ ବିଦ୍ୟୁତ ସଂଯୋଗ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
- ସାଉଦି ଆରବରେ ଏକ ବଡ ଦୁର୍ଘଟଣା, ୪୨ଜଣ ଭାରତୀୟଙ୍କ ମୃତ
- ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ
- ନୌଗାମ ଥାନା ବିସ୍ଫୋରଣ ନେଇ ଡିଜିପି ପ୍ରତିକ୍ରିୟା : ବିସ୍ଫୋରଣ ‘ଦୁର୍ଘଟଣାଜନିତ’ ଥିବା ନେଇ ଗଣମାଧ୍ୟମକୁ ଦେଲେ ସୂଚନା
- ରାଜ୍ୟସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ପାଳିତ, ସୁନ୍ଦରଗଡ଼ ଜିଲ୍ଲା ପାଇଁ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
- ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ
- ନୂଆପଡ଼ା ଉପନିର୍ବାଚନ: ବିକାଶକୁ ସମର୍ଥନ କରି ଲୋକେ ଭାଜପାକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
- କଟ୍ଟା ସରକାର କେବେ ବିହାରକୁ ଫେରିବ ନାହିଁ – ମୋଦୀ
- ବିହାର ନିର୍ବାଚନରେ ଏନଡିଏକୁ ଐତିହାସିକ ବିଜୟ ,ମହାମେଣ୍ଟକୁ କଡ଼ା ଜବାବ
- ନୂଆପଡ଼ା ଉପନିର୍ବାଚନ ଫଳାଫଳ: ବିଜେପିର ବାଜି ମାର , କାର୍ଯ୍ୟାଳୟରେ ସେଲିବ୍ରେସନର ମାହୋଲ
- ଆସନ୍ତା ୨୦ରୁ ଆରମ୍ଭ ହେବ ଖରିଫ ଧାନ କିଣା
- ଆଜି ଶେଷ ହେବ ବିଶ୍ବପ୍ରସିଦ୍ଧ ଐତିହାସିକ କଟକ ବାଲିଯାତ୍ରା
- କାଲି ଆସିବ ନୂଆପଡ଼ା ଉପ ନିର୍ବାଚନର ଫଳାଫଳ, ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି
- ଇଣ୍ଟରନେଟ୍ର ନୂଆ ‘କ୍ରସ୍ ଗିରିଜା ଓକ୍
- ଆଫଗାନିସ୍ତାନର ବ୍ୟବସାୟୀମାନଙ୍କୁ ପାକିସ୍ତାନ ସହିତ ବାଣିଜ୍ୟ ହ୍ରାସ କରିବାକୁ ନିର୍ଦ୍ଦେଶ
- ଦିଲ୍ଲୀର ଲାଲକିଲ୍ଲା ବିସ୍ଫୋରଣ : ବାବ୍ରି ମସଜିଦ୍ ଭାଙ୍ଗିବାର ପ୍ରତିଶୋଧ
- ଆସନ୍ତା କାଲି ଠାରୁ ଆରମ୍ଭ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ୍ ଲଢ଼େଇ
- ବଲିଉଡ୍ ଅଭିନେତା ଗୋବିନ୍ଦା ଅସୁସ୍ଥ
- ଏହି କାମ ପାଇଁ ଗିନିଜ୍ ବୁକ୍ ଅଫ୍ ୱର୍ଲଡ୍ ରେକର୍ଡସରେ ସ୍ଥାନ ପାଇଛନ୍ତି ଭାରତର ଲୋକପ୍ରିୟ ଗାୟିକା ପଲକ ମୁଚ୍ଛଲ
- ଆର୍ଜେଣ୍ଟିନାର ବଡ଼ ଟ୍ରେନ୍ ଦୁର୍ଘଟଣା, ଟ୍ରେନ୍ ଲାଇନଚ୍ୟୁତ ,୨୦ ରୁ ଅଧିକ ଲୋକ ଆହତ
- ଲାଲ୍କିଲ୍ଲା ବିସ୍ଫୋରଣରେ ଆହତଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ବିଜୟ ହଜାରେ ଟ୍ରଫି ଖେଳିବେ ରୋହିତ ଶର୍ମା
- ବିହାର ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଅପରାହ୍ନ ୧ଟା ସୁଦ୍ଧା ବିହାରରେ ୪୭.୬୨% ମତଦାନ
- ଭୋଟ ଦେଉଛି ନୂଆପଡ଼ା,ସକାଳ ୧୧ଟା ପର୍ଯ୍ୟନ୍ତ ୩୧.୨୫% ମତଦାନ
- ଧର୍ମେନ୍ଦ୍ରଙ୍କ ଙ୍କ ପରଲୋକ ଖବରକୁ ପରିବାର ପକ୍ଷରୁ ଖଣ୍ଡନ
- ଦିଲ୍ଲୀ ବିସ୍ଫୋରଣ ମାମଲା: ୪ଜଣ ଡାକ୍ତରଙ୍କ ସମେତ ୮ ଗିରଫ
- ସାମି ଭଲ ବୋଲିଂ କରିପାରିବେ ବୋଲି ଯୁକ୍ତି ବାଢିଛନ୍ତି ଗାଙ୍ଗୁଲି
- ଇତିହାସ ହେବାକୁ ଯାଉଛି ଦିଲ୍ଲୀର ଐତିହାସିକ ଜବାହରଲାଲ୍ ନେହରୁ ଷ୍ଟାଡିୟମ
- ନଭେମ୍ବର ୨୭ରୁ ବିଧାନସଭାର ଶୀତ ଅଧିବେସନ
- ଲାଲକିଲ୍ଲା ମେଟ୍ରୋ ବାହାରେ କାର୍ ବିସ୍ଫୋରଣରେ ୧୦ ମୃତ
- ରାଜ୍ୟରେ ଶୀତର ଲହରୀ
- ଉତ୍ତରାଖଣ୍ଡକୁ ବଡ଼ ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ପ୍ରଚାର
- ଜାପାନ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ
- ଆମେରିକାର ଧମକକୁ ଖାତିର କରିବନି ଭାରତ ,ଋଷଠାରୁ କିଣିବ ତେଲ
- ଡିସେମ୍ବର ମାସରେ ଅନୁଷ୍ଠିତ ହେବା IPL ୨୦୨୬ ମିନି-ନିଲାମ
- ନୂଆପଡ଼ାରେ ‘ଡବଲ୍ ଇଞ୍ଜିନ’ ସରକାରକୁ ଟାର୍ଗେଟ୍ କଲେ – ଅଖିଳେଶ ଯାଦବ
- ଭୁଶୁଡ଼ିଲା ବାଲକୋନି , ୩ ମୃତ ୬ ଆହତ
- ୨୦୪୭ ସୁଦ୍ଧା ଭାରତ ୩୦ ଟ୍ରିଲିୟନ ଡଲାରର ଅର୍ଥ ବ୍ୟବସ୍ଥାରେ ପରିଣତ ହୋଇ ପାରିବ
- ଆଦିବାସୀଙ୍କୁ ମୌଳିକ ସୁବିଧା ସୁଯୋଗ ବଞ୍ଚିତ ରଖିଥିଲା ପୂର୍ବ ବିଜେଡି ସରକାର – ମୁଖ୍ୟମନ୍ତ୍ରୀ
- ଚନ୍ଦ୍ର ମେରୁର ରାଡାର ଫଟୋ ପଠାଇଲା ଚନ୍ଦ୍ରାୟନ-୨
- କଟକ ବକ୍ସିବଜାର ଅଞ୍ଚଳରେ ବଡ଼ ଅଘଟଣ
- ୨-୧ରେ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ
- ପ୍ରତି ଜିଲ୍ଲାରେ ପାଳନ ହେବ ବନ୍ଦେ ମାତରମ୍’ ଉତ୍ସବକୁ- ମୁଖ୍ୟମନ୍ତ୍ରୀ
- ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି- ନବୀନ
- ଦିଲ୍ଲୀ ବିମାନ ବନ୍ଦରରେ ବିମାନ ସେବା ବ୍ୟାହତ
- ଦେଶକୁ ବଡ଼ ଏବଂ ବିଶ୍ୱସ୍ତରୀୟ ବ୍ୟାଙ୍କଗୁଡ଼ିକର ଆବଶ୍ୟକତା ରହିଛି – କେନ୍ଦ୍ର ଅର୍ଥମନ୍ତ୍ରୀ
- ଆରପାରିରେ ଟ୍ରାଭେଲ ଇନଫ୍ଲୁଏନ୍ସର ଓ ଫଟୋଗ୍ରାଫର ଅନୁନୟ ସୁଦ
- ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ରେକର୍ଡ ସଂଖ୍ୟାରେ ମତଦାନ, ସଂଧ୍ୟା ୬ଟା ସୁଦ୍ଧା ୬୪.୬୬ ପ୍ରତିଶତ ମତଦାନ ରେକର୍ଡ
- ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧୁଆଁଧାର ପ୍ରଚାର
- ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ – ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ
- ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ
- ନୂଆପଡ଼ା ଉପନିର୍ବାଚନ: ରାଜେନ୍ଦ୍ର ଢୋଲକିଆ କାହାର?
- ଛଟ୍ ପର୍ବକୁ ନେଇ ଚଳଚଞ୍ଚଳ ସାରା ଦେଶ
- ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ମୋନ୍ଥା
- ଆଜି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ
- ଜଳିଗଲା ଚଳନ୍ତା ବସ୍ : 20 ଜଣ ଜୀବନ୍ତ ଦଗ୍ଧ
- ରନ୍ ମେସିନ କୋହଲି ନେବେ କି ଅବସର !
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ନିଜ ଦୋଷ, ଦୁର୍ବଳତା ଓ ଅପରାଗତାକୁ ଲୁଚାଇବା ପାଇଁ ବିଜେଡି ନେତୃବୃନ୍ଦ ଏବେ ବ୍ୟକ୍ତିଗତ ଆକ୍ଷେପ କରୁଛନ୍ତି
- ଆସୁଛି ବଡ଼ ବର୍ଷା, ବାତ୍ୟାର ଅଛି ସମ୍ଭାବନା
- କବିବର ରାଧାନାଥ ରାୟଙ୍କ ପବିତ୍ର ୧୭୮ ତମ ଜୟନ୍ତୀ
- ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନକୁ ଅନୁମୋଦନ
- ମହାଭାରତର ପୁନଃ-ପରିକଳ୍ପନା କରିବା ପାଇଁ ପ୍ରସାର ଭାରତୀ ଓ କଲେକ୍ଟିଭ୍ ମିଡିଆ ନେଟୱାର୍କର ନୂଆ ପଦକ୍ଷେପ
- ନକ୍ସଲଙ୍କ ଦିନ ସରି ସରି ଆସୁଛି
- ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ପ୍ରସଙ୍ଗ
- ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ ହେଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା
- ପୋଲିସ୍ SI ପରୀକ୍ଷା ସ୍କାମର ମାଷ୍ଟର ମାଇଣ୍ଡ ମୁନା ମହାନ୍ତିଙ୍କୁ ପୋଲିସ ଶେଷରେ ଧରିଛି ।
- ନୁଆପଡା ଉପନିର୍ବାଚନ ପାଇଁ ୪୦ ଜଣିଆ ତାରକା ପ୍ରଚାରକ ତାଲିକା ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିଛି
- ପୋଲିସ୍ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ପ୍ରସଙ୍ଗ ବଡ଼ମୁଣ୍ଡ ମାନଙ୍କୁ ଖସାଇବା ପାଇଁ କ୍ରାଇମବ୍ରାଞ୍ଚ ଦାୟିତ୍ୱ ନେଇଛି: ବିଜେଡି
- କଥା ଦେଇ କଥା ରଖି ନାହାନ୍ତି ପୂର୍ବ ସରକାର: ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
- ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି ଗତ ୧୬ ମାସରେ ଡବଲ ଇଞ୍ଜିନ ସରକାର ଫେଲ ମାରିଛି
ଭାରତର ୫୩ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି
ଭାରତର ୫୩ତମ ପ୍ରଧାନ ବିଚାରପତି (ସିେଜଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗ ଦେଇଛନ୍ତି...
ବର୍ଷିଆନ ଅଭିନେତା ଧର୍ମେନ୍ଦ୍ର ଙ୍କ ପରଲୋକ
ଚଳଚ୍ଚିତ୍ର ଜଗତରୁ ଆସିଛି ଏକ ବଡ଼ ଦୁଃଖ ଖବର । ବର୍ଷିଆନ ଅଭିନେତା ଧର୍ମେନ୍ଦ୍ର ଆଉ ନାହାନ୍ତି । ୮୯ ବର୍ଷ ବୟସରେ ଧର୍ମେନ୍ଦ୍ର ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । କିଛି ଦିନ ହେଲା ଧର୍ମେନ୍ଦ୍ର ଖରାପ ସ୍ବାସ୍ଥ୍ୟ କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଫଳରେ ଆଜି ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ଧର୍ମେନ୍ଦ୍ରଙ୍କ ବିୟୋଗରେ ସାରା ବଲିଉଡରେ ଶୋକର ଲହରୀ ଖେଳାଇ ଦେଇଛି। ମୁମ୍ବାଇର ବ୍ରୀଚ କ୍ୟାଣ୍ଡି ହସ୍ପିଟାଲରେ...
ଆଜି ପୁଣି ଲୋକଙ୍କ ଦୁଃଖ ଶୁଣିଛନ୍ତି ମୋହନ ମାଝୀ
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ପୁଣି ଲୋକଙ୍କ ଦୁଃଖ ଶୁଣିଛନ୍ତି ମୋହନ ମାଝୀ । ପୁଳା ପୁଳା ଅଭିଯୋଗ ନେଇ ଲୋକେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ । ଲୋକଙ୍କ ଅଭିଯୋଗର ୯୬ପ୍ରତିଶତ ସମାଧାନ ହୋଇଛି ବୋଲି ସରକାର ଦାବି କରିଛନ୍ତି ।ଯାଜପୁରର ମାଣିକ ରଥ । ବୟସ ୮୬ । ଏହି ପରିଣତ ବୟସରେ ଏକା ଏକା ବିତୁଛି ଜୀବନ । ପୁଅ, ବୋହୂ ଅଛନ୍ତି, କିନ୍ତୁ ବାହାରେ ଚାକିରି କରୁଛନ୍ତି, ପୁଣି ଅଲଗା ଅଲଗା...
ଭାରତର 53ତମ ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ ଜଷ୍ଟିସ ସୂର୍ଯ୍ୟକାନ୍ତ
ଜଷ୍ଟିସ ସୂର୍ଯ୍ୟକାନ୍ତ ନଭେମ୍ବର 24 ରେ ଭାରତର 53ତମ ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ। ସେ 9 ଫେବୃଆରୀ 2027 ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଜଷ୍ଟିସ୍ ସୂର୍ଯ୍ୟକାନ୍ତ ୧୯୬୨ ଫେବୃଆରି ୧୦ରେ ହିସାର (ହରିଆଣା)ରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ସେ ୧୯୮୧ ମସିହାରେ ହିସାରର ସରକାରୀ ପୋଷ୍ଟ ଗ୍ରାଜୁଏଟ୍ କଲେଜରୁ ସ୍ନାତକ ହାସଲ କରିଥିଲେ ଏବଂ ୧୯୮୪ ମସିହାରେ ରୋହତକର ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟରୁ ଆଇନରେ ସ୍ନାତକ...
ସଦର ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ। ସାଗରଙ୍କ ସମର୍ଥକଙ୍କୁ ମଧ୍ୟ ହତ୍ୟା ଧମକ ଦେଇଛନ୍ତି ଦୁର୍ବୃତ୍ତ।ଭବାନୀପାଟଣା ବ୍ଲକ ଦେପୁର ଜୋନ୍ ୪ର କଂଗ୍ରେସ ସଭାପତି ଉଦେପୁର୍ ଗାଁର ଦେବାନନ୍ଦ ଯୋଶୀଙ୍କୁ ଗତକାଲି ବିଳମ୍ବିତ ରାତିରେ କିଛି ଦୁବୃର୍ତ୍ତ ବନ୍ଧୁକ୍ ଦେଖାଇ ହତ୍ୟା ଧମକ ଦେବା ସହ ବିଧାୟକଙ୍କ ବିଷୟରେ ତଥ୍ଯ ପ୍ରଦାନ ନକଲେ ଜୀବନରେ ମାରିଦେବାକୁ ସମୟ ଲାଗିବ ନାହିଁ ବୋଲି ଧମକ ଦେଇଛନ୍ତି କିଛି ଦୁର୍ବୃତ୍ତ। ଏନେଇ...
ଓଡ଼ିଆ ସ୍ୱାର୍ଥକୁ ପୂରଣ କରିବାରେ ବିଚକ୍ଷଣ ନେତା ଥିଲେ ‘ଉତ୍କଳ କେଶରୀ’ ଡଃ ହରେକୃଷ୍ଣ ମହତାବ- ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାର ମହାପୁରୁଷ ‘ଉତ୍କଳ କେଶରୀ’ ଡଃ ହରେକୃଷ୍ଣ ମହତାବ ରାଜ୍ୟରୁ କେନ୍ଦ୍ରସ୍ତର ପର୍ଯ୍ୟନ୍ତ ରାଷ୍ଟ୍ରୀୟ ନେତା ଭାବରେ ଓଡ଼ିଆଙ୍କ ସ୍ୱାଭିମାନ ବଢାଇଥିଲେ। ଓଡ଼ିଆ ସ୍ୱାର୍ଥକୁ ପୂରଣ କରିବାରେ ସେ ଜଣେ ବିଚକ୍ଷଣ ନେତା ଥିଲେ ବୋଲି ଶୁକ୍ରବାର କଟକର ସାରଳା ଭବନରେ ଆୟୋଜିତ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୬ତମ ଜୟନ୍ତୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଡକ୍ଟର ହରେକୃଷ୍ଣ ମହତାବ ଜୟନ୍ତୀ କମିଟି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନ...
ଦୁବାଇ ଏୟାର ଶୋ’ରେ ତେଜସ୍ ବିମାନ ଦୁର୍ଘଟଣାଗ୍ରସ୍ତ , ୱିଙ୍ଗ କମାଣ୍ଡର ନମାଂଶ ସିଆଲ୍ ମୃତ
ଦୁବାଇ ଏୟାର ଶୋ’ରେ ଦୁର୍ଘଟଣାଗ୍ରସ୍ତ ତେଜସ୍ ବିମାନକୁ ଉଡ଼ାଉଥିଲେ ୱିଙ୍ଗ କମାଣ୍ଡର ନମାଂଶ ସିଆଲ୍। ଏୟାର ଶୋ’ରେ ଉପସ୍ଥିତ ଅନ୍ୟମାନଙ୍କୁ ବଞ୍ଚାଇବା ପାଇଁ ସେ ନିଜ ବଳିଦାନ ଦେଇଛନ୍ତି । ସାଧାରଣ ଲୋକଙ୍କ ଜୀବନ ବଞ୍ଚାଇବାକୁ ଯାଇ ପାଇଲଟ୍ ସିଆଲ ନିଜ ଜୀବନ ହରାଇଛନ୍ତି ବୋଲି ଭାରତୀୟ ବାୟୁସେନା କହିଛି । ନମାଂଶ ଠିକ୍ ସମୟରେ ବିମାନରୁ ବାହାରକୁ ଆସିପାରି ନଥିଲେ । ଫଳରେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ନମାଂଶ ସିଆଲ ହିମାଚଳ...
ମିଛ ଧରା ପଡିଯିବା ଭୟରେ ସରକାର ଗଣତି ମଣତିକୁ ଟାଳୁଛନ୍ତି: ବିଜେଡି
ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ରଖିଛି । ପର୍ଯ୍ୟାୟକ୍ରମେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଗଣତି ମଣତି ହେବ ବୋଲି ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇ ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ସରକାର କେବଳ ରାଜନୀତି କରୁଛନ୍ତି, ଗଣତି ମଣତି କରିବା ପାଇଁ ରାଜ୍ୟ ବିଜେପି ସରକାରଙ୍କ ଆନ୍ତରିକତା ନାହିଁ ବୋଲି ବିଜେଡି...
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା ; ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା। ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA। ଅଭିଯୁକ୍ତଙ୍କ ମଧ୍ୟରେ ଡାକ୍ତର ମୁଜାମ୍ମିଳ ଶକିଲ ରହିଛି। ବୋମା ବିସ୍ଫୋରଣ ଘଟଣାର ଚାଲିଛି ଅଧିକ ତନାଘନା। ମାମଲାର ଶୁଣାଣି କରି ଲାଲକିଲ୍ଲା ବିସ୍ଫୋରଣ ମାମଲାରେ ଚାରି ଜଣ ଅଭିଯୁକ୍ତଙ୍କୁ 10 ଦିନ ପାଇଁ NIA ହେପାଜତକୁ ପଠାଇ ଦେଇଛନ୍ତି କୋର୍ଟ। ପୁଲୱାମାର ଡାକ୍ତର ମୁଜାମ୍ମିଲ ଶକିଲ , ଅନନ୍ତନାଗର ସହାରନପୁରର ଡାକ୍ତର ଆଦିଲ ଅହମ୍ମଦ ରାଥେର, ଲକ୍ଷ୍ନୌର ଡାକ୍ତର...
ସମ୍ପାଦକୀୟ
Nothing Found
It seems we can’t find what you’re looking for. Perhaps searching can help.