ତାଜା ମୁଖ୍ୟ ଖବର

ଆରମ୍ଭ ହୋଇଛି ଜିଲ୍ଲାପାଳ ଓ ଏସପି ସମ୍ମିଳନୀ: ୨୦୨୭ ସୁଦ୍ଧା ପାଣି, ରାସ୍ତା ଓ ବିଦ୍ୟୁତ ସଂଯୋଗ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ଆରମ୍ଭ ହୋଇଛି ଜିଲ୍ଲାପାଳ ଓ ଏସପି ସମ୍ମିଳନୀ: ୨୦୨୭ ସୁଦ୍ଧା ପାଣି, ରାସ୍ତା ଓ ବିଦ୍ୟୁତ ସଂଯୋଗ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ଆରମ୍ଭ ହୋଇଛି ଜିଲ୍ଲାପାଳ ଓ ଏସପି ସମ୍ମିଳନୀ । ଲୋକସେବା ଭବନର କନ୍ଭେନସନ୍ ଏହାର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍ପିମାନେ ଉପସ୍ଥିତ ରହିଛନ୍ତି । ଉଦ୍ଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟରେ କାମ କରିବା । ୨୦୨୭ ସୁଦ୍ଧା ପାଣି, ରାସ୍ତା ଓ ବିଦ୍ୟୁତ ସଂଯୋଗ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।...

ସାଉଦି ଆରବରେ ଏକ ବଡ ଦୁର୍ଘଟଣା, ୪୨ଜଣ ଭାରତୀୟଙ୍କ ମୃତ

ସାଉଦି ଆରବରେ ଏକ ବଡ ଦୁର୍ଘଟଣା, ୪୨ଜଣ ଭାରତୀୟଙ୍କ ମୃତ

ସୋମବାର ସାଉଦି ଆରବରେ ଏକ ବଡ ଦୁର୍ଘଟଣା ଘଟିଛି । ଉମରା ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ବସରେ ଥିବା ୪୨ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏମାନେ ସମସ୍ତେ ମକ୍କାରୁ ମଦିନା ଯାତ୍ରା କରୁଥିଲେ । ରିପୋର୍ଟ ଅନୁସାରେ ମୁଫାରିହାଟ ନିକଟରେ ବସଟି ଏକ ଡିଜେଲ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା । ମୃତ ଭାରତୀୟ ସମସ୍ତେ ହାଇଦ୍ରାବାଦର ସହରର ବାସିନ୍ଦା ବୋଲି...

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ବାଂଲା ଅନ୍ତର୍ଜାତୀୟ କ୍ରାଇମ୍‌ ଟ୍ରିବ୍ୟୁନାଲ୍‌ ଏପରି ବଡ଼ ରାୟ ଶୁଣାଇଛନ୍ତି । ବର୍ତ୍ତମାନର ୟୁନୁସ୍ ସରକାର ହସିନାଙ୍କ ବିରୋଧରେ କୋର୍ଟକୁ ଯାଇଥିଲେ । ଆଉ କୋର୍ଟ ତାଙ୍କ ରାୟରେ କହିଛନ୍ତି, ପ୍ରଦର୍ଶନକାରୀଙ୍କୁ ଦମନ ଏବଂ ହତ୍ୟା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଶେଖ୍ ହସିନା । ମାନବତା ବିରୋଧୀ ଏହି ଅପରାଧ ଶେଖ ହସିନା ଏବଂ ତାଙ୍କ ସହଯୋଗୀଙ୍କ ନିର୍ଦ୍ଦେଶରେ କରାଯାଇଥିଲା ।୨୦୨୪ ଜୁଲାଇ...

ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କର ‘ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ’ (MODS) ସହ ଏନସେଫାଲୋପାଥି (ମସ୍ତିଷ୍କ ସମସ୍ୟା), ଶ୍ୱାସକ୍ରିୟାରେ ବିଫଳତା, ତୀବ୍ର ବୃକକ ଆଘାତ, ଯକୃତ ରୋଗ, ଦ୍ୱିପାକ୍ଷିକ ନିମୋନିଆ ଏବଂ ହୃଦ୍‌ଘାତ ଭଳି ସମସ୍ୟା ଥିଲା। ଓଲିଉଡରେ ଜଣାଶୁଣା କଣ୍ଠଶିଳ୍ପୀ ଥିଲେ ହ୍ୟୁମାନ ସାଗର। ଅନେକ ଆଲବମ ଓ ଫିଲ୍ମରେ ଗୀତ ଗାଇଥିଲେ ହ୍ୟୁମାନ।...

ନୌଗାମ ଥାନା ବିସ୍ଫୋରଣ ନେଇ ଡିଜିପି ପ୍ରତିକ୍ରିୟା : ବିସ୍ଫୋରଣ ‘ଦୁର୍ଘଟଣାଜନିତ’ ଥିବା ନେଇ ଗଣମାଧ୍ୟମକୁ ଦେଲେ ସୂଚନା

ନୌଗାମ ଥାନା ବିସ୍ଫୋରଣ ନେଇ ଡିଜିପି ପ୍ରତିକ୍ରିୟା : ବିସ୍ଫୋରଣ ‘ଦୁର୍ଘଟଣାଜନିତ’ ଥିବା ନେଇ ଗଣମାଧ୍ୟମକୁ ଦେଲେ ସୂଚନା

ନୌଗାମ ଥାନା ବିସ୍ଫୋରଣ ନେଇ ଡିଜିପି ପ୍ରତିକ୍ରିୟା । ଜମ୍ମୁକାଶ୍ମୀର ଡିଜିପିଙ୍କ କହିଛନ୍ତି ଏତେ ବଡ଼ ଘଟଣା ଦୁର୍ଘଟଣାଜନିତ । ବିସ୍ଫୋରଣ ‘ଦୁର୍ଘଟଣାଜନିତ’ ଥିବା ନେଇ ଗଣମାଧ୍ୟମକୁ ଦେଲେ ସୂଚନା । ଏହି ଘଟଣାର କାରଣ ସମ୍ପର୍କରେ ଅନ୍ୟ କୌଣସି ଅନୁମାନ ଅନାବଶ୍ୟକ । ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି, ୩୨ ଆହତ । ପୋଲିସ ଓ ଫରେନ୍ସିକ ଟିମ୍ ଯାଞ୍ଚ କଲା ବେଳେ ବିସ୍ଫୋରଣ ଘଟିଥିଲା । ରାତି ପ୍ରାୟ ୧୧ଟା ୨୦...

ରାଜ୍ୟସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ପାଳିତ, ସୁନ୍ଦରଗଡ଼ ଜିଲ୍ଲା ପାଇଁ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ପାଳିତ, ସୁନ୍ଦରଗଡ଼ ଜିଲ୍ଲା ପାଇଁ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ପାଳିତ । ଏହି ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି । ରାଜ୍ୟ...

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ

କୋଲକାତାର ଇଡେନ ଗାଡେନ୍ସଠାରେ ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟର ଆଜି ଥିଲା ପ୍ରଥମ ଦିବସ । ପ୍ରଥମ ଦିବସରେ ହିଁ ଦକ୍ଷିଣ ଆଫ୍ରିକା ମାତ୍ର ୧୫୯ ରନରେ ଅଲଆଉଟ ହୋଇଯାଇଛି । ଏହାର ଜବାବରେ ଭାରତ ଷ୍ଟମ୍ସ ଅପସାରଣ ପର୍ଯ୍ୟନ୍ତ ୧ ଓ୍ବିକେଟ ହରାଇ ୩୭ ରନ କରିଛି ।ଏହା ଫଳରେ ଏପର୍ଯ୍ୟନ୍ତ ଭାରତ ୧୨୨ ରନରେ ଆଗୁଆ ରହିଛି । ଆଜି ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି...

ନୂଆପଡ଼ା ଉପନିର୍ବାଚନ: ବିକାଶକୁ ସମର୍ଥନ କରି ଲୋକେ ଭାଜପାକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ନୂଆପଡ଼ା ଉପନିର୍ବାଚନ: ବିକାଶକୁ ସମର୍ଥନ କରି ଲୋକେ ଭାଜପାକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ନୂଆପଡ଼ା ଉପନିର୍ବାଚନରେ ଭାଜପା ବାଜିମାତ୍‌ କରିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡ଼ା ବିଜୟକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ସରକାରଙ୍କ ନୀତି, ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କ ଆସ୍ଥାକୁ ପ୍ରମାଣିତ କରୁଛି। ବିରୋଧୀଙ୍କ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତିକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି। ବିକାଶକୁ ସମର୍ଥନ କରି ଲୋକେ ଭାଜପାକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। ଦେଶରେ ମୋଦିଙ୍କ ନେତୃତ୍ୱ ବିକାଶର ଏକମାତ୍ରା ପରିଭାଷା...

କଟ୍ଟା ସରକାର କେବେ ବିହାରକୁ ଫେରିବ ନାହିଁ – ମୋଦୀ

କଟ୍ଟା ସରକାର କେବେ ବିହାରକୁ ଫେରିବ ନାହିଁ – ମୋଦୀ

ବିହାର ନିର୍ବାଚନରେ ଏନଡିଏର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଧନ୍ୟବାଦ ମଧ୍ୟ ଦେଇଛନ୍ତି । ସେ କହିଛନ୍ତି ଯେ ବିହାରବାସୀ ବିକାଶ ପାଇଁ ଭୋଟ ଦେଇଛନ୍ତି । ବିହାର ଫଳାଫଳ ଉପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, “ଏହି ବିପୁଳ ବିଜୟ, ଏହି ଅଟଳ ବିଶ୍ୱାସ ବିହାରର ଲୋକମାନେ ବଜ୍ରପାତକୁ ଉଡ଼ାଇ ଦେଇଛନ୍ତି। ଆମେ, NDA, ଲୋକଙ୍କ ସେବକ। ଆମେ ଆମର କଠିନ ପରିଶ୍ରମରେ ଲୋକମାନଙ୍କୁ ଖୁସି କରିଚାଲିଛୁ,...

ସମ୍ପାଦକୀୟ

It seems we can’t find what you’re looking for. Perhaps searching can help.

BHUBANESWAR PUR WEATHER